ଲାଲୁ ଯାଦବଙ୍କ ସହଯୋଗୀଙ୍କ ବିରୋଧରେ ଇଡିର ବଡ କାର୍ଯ୍ୟାନୁଷ୍ଠାନ, ୨୫ କୋଟିର ସମ୍ପତ୍ତି ଜବତ
ନୂଆଦିଲ୍ଲୀ: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସହଯୋଗୀ ପୂର୍ବତନ ବିଧାୟକ ଅରୁଣ ଯାଦବଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମନି ଲଣ୍ଡରିଂ ମାମଲାରେ ପ୍ରାୟ ୨୫ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛି ...
