ଆସନ୍ତାକାଲି ଓଡିଶାରେ ନିର୍ବାଚନ, ଅଛନ୍ତି ୬୨ ଲକ୍ଷ ୮୭ ହଜାର ଭୋଟର, ମହିଳା ସଂଖ୍ୟା ଅଧିକ
ଭୁବନେଶ୍ବର: ଆସନ୍ତାକାଲି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦେଶର ଚତୁର୍ଥ ପର୍ଯ୍ୟାୟ ହୋଇଥିବା ବେଳେ ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ୪ ଗୋଟି ସଂସଦୀୟ କ୍ଷେତ୍ର ଯଥା: କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ...
