୫ ବର୍ଷରେ ୪.୧ କୋଟି ଯୁବକଙ୍କ ପାଇଁ ରୋଜଗାର, ଦକ୍ଷତା ଏବଂ ଅନ୍ୟାନ୍ୟ ସୁଯୋଗ: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ର ବଜେଟ୍ ଉପସ୍ଥାପନ କରିବା ଅବସରରେ କହିଛନ୍ତି, ଏହି ବଜେଟରେ ଆମେ ବିଶେଷକରି ନିଯୁକ୍ତି, ଦକ୍ଷତା, ଏମ୍ଏସ୍ଏମ୍ଇ ଏବଂ ମଧ୍ୟବିତ୍ତ ବର୍ଗ ...
