ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲାକୁ ଯିବେ ଏନଡ଼ିଆରଫ, ଓଡ୍ରାଫ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ସକାଳେ ଲଘୁଚାପରେ ପରିଣତ ହୋଇଛି । ଏହା ସହ ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । କେଉଁ ଜିଲ୍ଲାକୁ କେତେ ‘ଏନଡ଼ିଆରଫ’ ଓ ‘ଓଡ୍ରାଫ’ ଟିମ ...
