୧ ଟଙ୍କା ନଆସିଲେ ବି ୧୭ରେ ମିଳିବ ଟଙ୍କା: ପ୍ରଭାତୀ
ଭୁବନେଶ୍ୱର:ଆସନ୍ତାକାଲି ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ସୁଭଦ୍ରାର ଶୁଭାରମ୍ଭ ହେବ । ତେବେ ଏହା ପୂର୍ବରୁ ପରୀକ୍ଷାମୂଳକଭାବେ ୧ ଟଙ୍କା ଲେଖାଏଁ କିଛି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଛି । ତେବେ ଯେଉଁମାନଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇ ...
