ସଂପୂର୍ଣ୍ଣ ସୁରକ୍ଷା ବଳୟ ମଧ୍ୟରେ ଷ୍ଟ୍ରଙ୍ଗ୍ ରୁମ୍ ରେ ରହିଲା ଇଭିଏମ୍, ଜୁନ ୪ରେ ଖୋଲିବ ପେଡି
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହୋଇସାରିଛି। ମତଦାନ ପରେ ଇଭିଏମ୍ଗୁଡ଼ିକୁ ବିଭିନ୍ନ ଷ୍ଟ୍ରଙ୍ଗ୍ରୁମ୍ରେ ସଂପୂର୍ଣ୍ଣ ସୁରକ୍ଷା ...
