ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ବର : ରାଜଧାନୀର ଏକ ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଭୁବନେଶ୍ବରର ପଟିଆ ସ୍ଥିତ ଏକ ହଷ୍ଟେଲରୁ ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଛାତ୍ରୀଙ୍କ ନାଁ କଲ୍ୟାଣି ...
