ଗ୍ୟାସ ଟ୍ୟାଙ୍କରରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ୮ ମୃତ, ୩୫ ଆହତ
ନୂଆଦିଲ୍ଲୀ: ରାଜସ୍ଥାନର ଜୟପୁରର ଭାଙ୍କରୋଟା ପେଟ୍ରୋଲ ପମ୍ପ ନିକଟରେ ଏକ ଗ୍ୟାସ ଟ୍ୟାଙ୍କରରେ ବିସ୍ଫୋରଣ ଘଟିଛି। ଯାହା ପରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୫ ଜଣ ଆହତ ହୋଇଥିବା ସୂଚନା ମିଳିଛି।ବହୁ ...
