ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନ, ୧୭ରେ ବଜେଟ୍
ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଥିବା ବେଳେ ୧୭ ତାରିଖରେ ମୋହନ ସରକାର ୨୦୨୫-୨୬ ଆର୍ଥିକ ବର୍ଷର ଵଜେଟ୍ ଉପସ୍ଥାପିତ କରିବେ । ଦୁଇ ପର୍ୟ୍ୟାୟ ବିଶିଷ୍ଟ ଏହି ଅଧିବେଶନରେ ରାଜ୍ୟ ସରକାରଙ୍କୁ ଅକଳିରେ ପକାଇବା ...
