ନାବାଳିକାକୁ ଦୁଷ୍କର୍ମ, ୨୪ ଘଣ୍ଟା ମଧ୍ୟରେ ବନ୍ଧା ହେଲେ ରସିକିଆ
ରଣପୁର (ଭିଓଭି) : ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଞ୍ଚଳରେ ଅଘଟଣ । ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ବନ୍ଧା ହେଲେ ରସିକିଆ ଯୁବକ । ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ...
