ଫଡ଼ନାଭିସ ରଖିଲେ ଗୃହ ବିଭାଗ, ଅଜିତ ପାୱାରଙ୍କୁ ମିଳିଲା ଅର୍ଥ
ନୂଆଦିଲ୍ଲୀ : ବିଜେପି ନେତୃତ୍ୱାଧୀନ ମହାରାଷ୍ଟ୍ରର ମହାୟୁତି ସରକାର ଆଜି ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରିଛି। ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ନିଜ ପାଖରେ ଗୃହ ବିଭାଗ ରଖିଥିବା ବେଳେ ଏନସିପି ନେତା ତଥା ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ଅର୍ଥ ...
