ଆଖି ବୁଜିଲେ ଆଉ ୨, ବାଣ ବିସ୍ଫୋରଣ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି
ଭୁବନେଶ୍ବର:ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢୁଛି ମୃତ୍ୟୁସଂଖ୍ୟା। ଆଜି ଆଖି ବୁଜିଲେ ଆଉ ଜଣେ ଆହତ। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ବିଭିନ୍ନ ହସ୍ପିଟାଲରେ ଏବେବି ୨୨ ଜଣ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ଭିତରୁ କିଛି ଗୁରୁତର ...
