ଦ୍ୱିତୀୟ ପର୍ଯ୍ୟାୟରେ ୧୩ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶରେ ୧୨୧୦ ଜଣ ପ୍ରାର୍ଥୀ ଲଢ଼ିବେ ନିର୍ବାଚନ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ୧୨୦୬ ଜଣ ପ୍ରାର୍ଥୀ ଏବଂ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀର ୪ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ୨୦୨୪ ଲୋକସଭା ନିର୍ବାଚନ ୨୦୨୪ ର ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ...
