ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ବର: ରାଜ୍ୟର ଅଙ୍ଗନବାଡି କର୍ମିଙ୍କ ପାଇଁ ଖୁସି ଖବର। ଏହି ଖବରକୁ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଘୋଷଣା ଅନୁସାରେ ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ପୂର୍ବରୁ ସରକାର ଅଙ୍ଗନବାଡି ମହିଳାମାନେ ଏହି ଲୋକପ୍ରିୟ ଯୋଜନାରୁ ...
