ଜୁଏଲ, ଅଶ୍ୱିନୀଙ୍କୁ ପିଏମ୍ଓରୁ ଆସିଲା ଫୋନ୍
ଭୁବନେଶ୍ୱର: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ ସ୍ଥାନ ମିଳିବ ...
