କାଲି ବିଜେଡିରୁ ଦେଇଥିଲେ ଇସ୍ତଫା, ଆଜି ପୁଣି ମିଶିଲେ, ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କୁ ମିଳିଲା ବଡ ଦାୟିତ୍ବ
ଭୁବନେଶ୍ବର: ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ। ତାଙ୍କୁ ଦଳ ଟିକେଟ ନ ଦେବାରୁ ସେ ଅସନ୍ତୁଷ୍ଠ ହୋଇଥିଲେ। ତେବେ ତତକାଳ ସେ କିଛି ନିଷ୍ପତି ନେଇ ନ ଥିଲେ। ହେଲେ ଗତକାଲି ସେ ଦଳରୁ ଇସ୍ତଫା ...
