ଓଡିଶା ପ୍ରଚାରରେ ଆସୁଛନ୍ତି ଜେ ପି ନଡ୍ଡା, ଯୋଗୀ ଅଦିତ୍ୟନାଥ, ଅରୁଣ ଗୋଭିଲ ଓ ବହୁ ବିଜେପି ନେତା
ଭୁବନେଶ୍ୱର: ପ୍ରଚାର କରିବା ପାଇଁ ଓଡିଶା ଆସୁଛନ୍ତି ବିଜେପିର ବହୁ କେନ୍ଦ୍ରୀୟ ନେତା। ସେହି ପରିପ୍ରେକ୍ଷୀରେ ଆସନ୍ତା କାଲି ୨୨ତାରିଖ ଦିନ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରିବେ। ସେଠାରେ ସେ ...
