କେଜ୍ରିୱାଲଙ୍କୁ ଝଟକା, ଜାମିନ ଉପରେ ରୋକ୍
ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ବେଲ୍ ପାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଲାଗିଛି ଝଟକା। ଏହି ମାମଲା ଉପରେ ରାଉଜ ଆଭେନ୍ୟୁ କୋର୍ଟ ଦେଇଥିବା ବେଲ୍ ଅର୍ଡର ଉପରେ ରୋକ୍ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ। ପ୍ରବର୍ତ୍ତନ ...
