ପୁଣି ଚର୍ଚ୍ଚାରେ ସାରଥି; କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଅନୁମତି
କଟକ: ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି। ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ...
