ବିଜେପିରେ ଯୋଗ ଦେଲେ ମମତା ମହନ୍ତ, ନିକଟରେ ବିଜେଡିରୁ ଦେଇଥିଲେ ଇସ୍ତଫା
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହନ୍ତ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟରେ ସେ ଓଡିଶା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ଅରୁଣ ସିଂ, ମନ୍ତ୍ରୀ ...
