ସୁଦାନରେ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୧୯ ମୃତ
ନୂଆଦିଲ୍ଲୀ: ଓମଡୁରମାନ ସହରରେ ସୁଦାନର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁଃଖଦ ଦୁର୍ଘଟଣାରେ ଅତି କମରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ସାମରିକ ଏବଂ ସ୍ୱାସ୍ଥ୍ୟ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ସେନାରେ ଦିଆଯାଇଥିବା ବିବୃତ୍ତିରେ କୁହାଯାଇଛି ...
