‘ନିଜ ପାଇଁ ନୁହେଁ, ଅମିତ ଶାହାଙ୍କ ପାଇଁ ଭୋଟ୍ ମାଗୁଛନ୍ତି ମୋଦୀ’: ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ତିହାର ଜେଲରୁ ବାହାରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଜନତାଙ୍କ ସହ ଯୋଗ ଦେଇଛନ୍ତି। ଜେଲରୁ ବାହାରିବା ପରେ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ସର୍ବପ୍ରଥମେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ...
