ମୋଦିଙ୍କ ତେରଚ୍ଛା ବାଣ, ଓଡିଶାରେ ମୁଖ୍ୟମନ୍ତ୍ରୀ ଜଣେ ଓଡିଆ ହେବେ
ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ପ୍ରଚାରରେ ଆସି ବିଜେଡି ସରକାର ଉପରେ ବେଶ ବର୍ଷିଛନ୍ତି। ସେ ବ୍ରହ୍ମପୁରରେ ଓଡିଶାରେ ଡବଲ ଇଂଜିନି ହେବ ବୋଲି କହିଥିଲେ। ଏପରିକି ବିଜେପି ଆସନ୍ତା ଜୁନ ୧୦ ତାରିଖରେ ଓଡିଶାରେ ସରକାର ପାଇଁ ...
