ସମ୍ବିଧାନ ଓ ଗଣତନ୍ତ୍ରର ହତ୍ୟା, ସଂସଦୀୟ ଇତିହାସରେ କଳା ଦିନ: ମମତା
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂସଦ ସଦସ୍ୟତା ହରାଇଥିବା ମହୁଆ ମୋଇତ୍ରାଙ୍କ ସମର୍ଥନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଟିଏମସି ଅଧ୍ୟକ୍ଷା ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପିକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ମହୁଆ ମୋଇତ୍ରାଙ୍କ ଉପରେ ...
