ଜାତୀୟ ଶିକ୍ଷା ନୀତି-୨୦୨୦ର ଜାତୀୟ କର୍ମଶାଳା, ପ୍ରି-ସ୍କୁଲ ପିଲାଙ୍କ ପାଇଁ ଖୋଲିବ ଶିଶୁ ବାଟିକା
ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଜାତୀୟ ଶିକ୍ଷା ନୀତି-୨୦୨୦ ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ...
