କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ, ଜିତିଲେ ଲକ୍ଷ୍ମଣ ବାଗ
ଭୁବନେଶ୍ବର : କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ, ଜିତିଲେ ଲକ୍ଷ୍ମଣ ବାଗ। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହାରି ଯାଇଛନ୍ତି। କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ...
