ଖୋର୍ଦ୍ଧା ରାଜନୀତିର ନୂଆ ମୋଡ, ବିଜେପିରେ ମିଶିଲେ ବିଧାୟକ ଜିତୁ ମିତ୍ର
ଭୁବନେଶ୍ବର: ଆଜି ହେଉଛି ଭୁବନେଶ୍ବର ଲୋକସଭା ପ୍ରଚାରର ଶେଷ ଦିନ। ଏହି ଶେଷ ଦିନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ରାଜନୀତି ଏକ ରୋଚକ ମୋଡ ନେଇଛି। ଖୋର୍ଦ୍ଧାର ବିଜେଡି ବିଧାୟକ ଜିତୁ ମିତ୍ର ଆଜି ବିଜେପିରେ ସାମିଲ ହୋଇଛନ୍ତି। ତାହା ପୁଣି ...
