ଜୁଲାଇ ମାସରୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବ ନାହିଁ, ନିର୍ବାଚନ ପ୍ରଚାରରେ ପ୍ରତିଶୃତି ଦେଲେ ପାଣ୍ଡିଆନ
ଭୁବନେଶ୍ବର: ଗତକାଲି ବିଜୁ ଜନତାଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସୁନ୍ଦରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତଳସରା ଓ ରାଜଗାଙ୍ଗପୁରରେ ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଲୋକସଭା ପ୍ରାର୍ଥୀ ଶ୍ରୀ ଦିଲୀପ ...
