ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା, କୋଟିଏ ଛୁଇଁବ ହିତାଧିକାରୀଙ୍କ ସଂଖ୍ୟା
ଭୁବନେଶ୍ୱର: ଆଜି ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ । ପଞ୍ଚମ ପର୍ଯ୍ୟାରେ ୨ ଲକ୍ଷ ୩୦ ହଜାରରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ରାଶି ମିଳିବ । ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ...
