ହୋମ ଗାର୍ଡଙ୍କ ନିଯୁକ୍ତି ରହିତାଦେଶ ପ୍ରତ୍ୟାହୃତ
ଭୁବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ...
