ଓଷ୍ଟାର ବ୍ଲକସ୍ତରୀୟ ଶିଶୁ ଉତ୍ସବ: ଶିଶୁ ହସିଲେ ଦୁନିଆ ହସେ
ବାଲିପାଟଣା: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ,ବାଲିପାଟଣା ବ୍ଲକ ର ୪୦ ତମ ଶିଶୁ ଉତ୍ସବ କୁଶଭଦ୍ରା ସରକାରୀ ଉଚ୍ଚ ବିଦ୍ୟାଳୟ ଭାକର ସାହି ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ବ୍ଲକ ଓଷ୍ଟା ସଭାପତି ବିଜୟ କୁମାର ବେହେରାଙ୍କ ସଭାପତିତ୍ବ ରେ ...
