ପଳାଶୁଣି ଛକ ନେଲା ଆଉ ଏକ ମୁଣ୍ଡ, ଟ୍ରକ ଧକ୍କାରେ ଅଜଣା ବ୍ୟକ୍ତି ମୃତ
ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ଅନ୍ୟପଟେ ପ୍ରତ୍ୟକ୍ଷଦର୍ଶୀଙ୍କ ...
