ରାମ ମନ୍ଦିରର ମୁଖ୍ୟ ପୁରୋହିତ ପଣ୍ଡିତ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ
ନୂଆଦିଲ୍ଲୀ: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠାରେ ସାମିଲ ହୋଇ ୧୨୧ ବୈଦିକ ବ୍ରାହ୍ମଣଙ୍କ ନେତୃତ୍ୱ ନେଇଥିବା କାଶୀର ମୁଖ୍ୟ ପୁରୋହିତ ପଣ୍ଡିତ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କର ମୃତ୍ୟୁ ହୋଇଛି। ଏହି ସୂଚନା ପାଇବା ପରେ କାଶୀ ଲୋକଙ୍କ ମଧ୍ୟରେ ଶୋକର ଲହରୀ ଖେଳିଯାଇଛି। ଜାନୁଆରୀରେ ...
