ଦେଶବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ନୂତନ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ଏକତା ଆଣିଦେଉ ବୋଲି ସୋଶାଲ ମିଡିଆ ଜରିଆରେ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆ ବର୍ଷ ...


