ଝାଡ଼ଖଣ୍ଡରେ ଅଟକିଲା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟର, ବିମାନ ଉଡ଼ାଣ ପାଇଁ ଏଟିସିରୁ ମିଳିଲାନି ଅନୁମତି
ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ଆଜି ରୋକିଦିଆଯାଇଛି। କୁହାଯାଉଛି ଯେ, କ୍ଲିୟରାନ୍ସ ଅଭାବରୁ ରାହୁଲଙ୍କ ହେଲିକପ୍ଟରକୁ ଉଡ଼ାଣ କରିବାକୁ ଦିଆଯାଇନାହିଁ। ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ମହାଗାମାରେ ଅଟକାଇ ଦିଆଯାଇଛି। କଂଗ୍ରେସ ...
