ସହଦେବ ନାୟକ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ନାୟକ ଗିରଫ
ଭୁବନେଶ୍ୱର : ବହୁଚର୍ଚ୍ଚିତ ଭୁବନେଶ୍ବର ସହଦେବ ନାୟକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ। ସୁଶାନ୍ତ ନାୟକକୁ ଗିରଫ କରିଛି କମିସନରେଟ ପୋଲିସ । କଟକ ଜିଲ୍ଲା କାନପୁର ଥାନା ଚମ୍ପେଶ୍ୱର୍ ଅଞ୍ଚଳରୁ ଗିରଫ କରିଛି । ସୁଶାନ୍ତ ହତ୍ୟାକାଣ୍ଡ ପରେ ...
