ବାଲିଯାତ୍ରା, ରାସ୍ତା ଉପରେ ବସିବେ ନାହିଁ ବୁଲା ବିକାଳୀ: ହାଇକୋର୍ଟ
ଭୁବନେଶ୍ବର: ଦୂର ହେଲା ବାଲିଯାତ୍ରା ଦ୍ବନ୍ଦ୍ବ । ଉଭୟ ଉପର ଓ ତଳ ପଡିଆରେ ହେବ ବାଲିଯାତ୍ରା । ଉପର ପଡ଼ିଆରେ ବାଲିଯାତ୍ରା ଆୟୋଜନକୁ ନେଇ ଯେଉଁ ଦ୍ୱନ୍ଦ୍ବ ଉପୁଜିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି । ଫଳରେ ଅନେକ ବ୍ୟବସାୟୀମାନଙ୍କୁ ଆଶ୍ୱସ୍ତି ...
