ଆତଙ୍କବାଦୀ କାର୍ଯ୍ୟରେ ସାମିଲ ପାଇଁ ପ୍ରବର୍ତ୍ତାଉଥିବା ଛଅ ଯୁବକ ଗିରଫ, ବିପୁଳ ବିସ୍ପୋରକ ଜବତ
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର ପୋଲିସ ଆୱନ୍ତୀପୋରାରେ ଛଅ ଜଣ ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ସେମାନେ ପାକିସ୍ଥାନ ଲିଙ୍କରେ ଥିବାର ପ୍ରମାଣ ମିଳିଛି। ପୋଲିସ ଅଧିକାରୀଙ୍କ କହିବାନୁସାରେ, ...
