ରତ୍ନ ଭଣ୍ଡାରର ଅଳଙ୍କାର ଗଣତି,ମଣତି ପାଇଁ ଏସଓପି
ଭୁବନେଶ୍ବର: ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନ ଭଣ୍ଡାରର ଥିବା ଅଳଙ୍କାର ଗୁଡ଼ିକର ଗଣତି,ମଣତି ପାଇଁ ଏସଓପି ଇସ୍ୟୁ ହୋଇସାରିଛି। ଏସଓପିରେ ଥିବା ମାର୍ଗଦର୍ଶିକ ଅନୁସାରେ ଆମେ କାମ କରିବୁ। ଆଜି ଏପରି କହିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ...
