ଶ୍ରୀମନ୍ଦିରରେ ବନକଲାଗି ନୀତି ପାଇଁ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ
ଭୁବନେଶ୍ଵର: ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ...

