ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର, ଭୁବନେଶ୍ବର ସ୍ଥାନାନ୍ତର
ଭୁବନେଶ୍ବର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ସମ୍ମୁଖ ଦେଇ ଯାଇଥିବା ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରେ ସମ୍ବଲପୁର ବିଶ୍ବବିଦ୍ୟାଳୟର ଜଣେ ଛାତ୍ରୀ(୨୪)ଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବୁର୍ଲା ପୁଲିସ ଉଦ୍ଧାର କରିଛି। ଛାତ୍ରୀଙ୍କୁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରେ ତାଙ୍କୁ ...
