ବିଜେଡି ଛାଡିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା
ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ସେ ଦଳର କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଠ ହୋଇ ଏପରି ...
