ଭୋଟ୍ ତଥ୍ୟ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, ଏଡିଆରକୁ ଝଟକା
ନୂଆଦିଲ୍ଲୀ: ଭୋଟ୍ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ଭୋଟ୍ ତଥ୍ୟ ସାର୍ବଜନୀନ କରାଯିବାକୁ ଦାବି କରି ଆଜି ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି ଆବେଦନରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, ...
