ନୂଆ ସରକାରର ଶପଥ ଗ୍ରହଣ: ମହାପ୍ରଭୁ ଶ୍ରୀଜଗନ୍ନାଥ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ
ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଗଠନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଭୁବନେଶ୍ଵର ଜନତା ମୈଦାନରେ ଅପରାହ୍ନ ୪ ଟା ୪୫ ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହେବ ...
