ଆତଙ୍କବାଦୀ ଆକ୍ରମଣ, ୭ ମୃତ
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ପୁଣି ହମଲା କରିଛନ୍ତି ଆତଙ୍କବାଦୀ। ସାଧାରଣ ନାଗରିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୬ ଜଣ ଶ୍ରମିକଙ୍କ ସମେତ ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ଗନ୍ଦେରବାଲ ଜିଲ୍ଲାରେ ଏହି ହମଲା ହୋଇଛି। ସୂଚନା ଅନୁସାରେ, ଗନ୍ଦେରବାଲ ...
