ଥମୁନି ହାତୀ ଆତଙ୍କ, ହାତୀ ଆକ୍ରମଣରେ ବୃଦ୍ଧ ବୃଦ୍ଧାଙ୍କ ମୃତ୍ୟୁ
ଭୁବନେଶ୍ବର : କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥ ପୁର ରେଞ୍ଜ ଲାଖବାହିଲି ପଞ୍ଚାୟତ କାଦମାଲି ଗାଁରେ ହାତୀ ଆକ୍ରମଣରେ ବୃଦ୍ଧ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଗତ ରାତିରେ ଘରେ ସୋଇଥିବା ସମୟରେ ହାତୀପଲ ଆସି ଘର ଭାଙ୍ଗିବା ସହ ...
