୫ରେ ଶୁଭାରମ୍ଭ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନା
ଭୁବନେଶ୍ୱର: ଆସନ୍ତା ୫ ତାରିଖରେ ଶୁଭାରମ୍ଭ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନା । ଖୋର୍ଦ୍ଧାର ଜଙ୍କିଆ ମିନି ଷ୍ଟାଡିୟମରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବେ । ମୁଖ୍ୟ କାର୍ୟ୍ୟକ୍ରମ ଢାଞ୍ଚାରେ ପ୍ରତି ...
