ଘୋଷଣା ହେଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ, ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତି ନିଆଯାଇଛି। ସେହି ଅନୁସାରେ ମୋହନ ମାଝୀ ହେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ। ଏ ନେଇ କେନ୍ଦ୍ରୀୟ ...
