ଲୋକସଭାରେ ଆଗତ ହେଲା ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ବିଲ୍
ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନରେ ଉଭୟ ଗୃହ (ଲୋକସଭା ଏବଂ ରାଜ୍ୟସଭା) ର ପ୍ରକ୍ରିୟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ଲୋକସଭାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ଆଗତ ହୋଇଥିବାବେଳେ ଅନ୍ୟ ପଟେ ରାଜ୍ୟସଭାରେ ସମ୍ବିଧାନ ଉପରେ ବିତର୍କ ...
