ଦେବଗଡ଼ ପୌରାଧ୍ୟକ୍ଷା ପଦଚ୍ୟୁତ, ଆଇନ ଉଲ୍ଲଂଘନ କରିଥିବା ନେଇ ଥିଲା ଅଭିଯୋଗ
ଭୁବନେଶ୍ବର: ଦେବଗଡ଼ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ପଦଚ୍ୟୁତ ହୋଇଛନ୍ତି । ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀଙ୍କ ବିରୁଦ୍ଧରେ ବିଭିନ୍ନ ଅନିୟମିତତା ଅଭିଯୋଗ ଥିଲା । ଅଭିଯୋଗ ଆଧାରରେ ରାଜ୍ୟ ସରକାର ଗତ ନଭେମ୍ବର ୧୧ ...
